ଲୋକାର୍ପିତ ପରିକ୍ରମା ମାର୍ଗରେ ପ୍ରଦୀକ୍ଷଣ କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ପୁରୀ: ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ କାମ ହୋଇଥିବା ବେଳେ ଏଥିରେ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପରିକ୍ରମା ମାର୍ଗ ପ୍ରସ୍ତୁତ ହୋଇଥିବା ବେଳେ ନିଜେ ପାଣ୍ଡିଆନ ଏହି ପ୍ରଦୀକ୍ଷଣ ମାର୍ଗରେ ଚାଲି ଚାଲି ଶ୍ରୀମନ୍ଦିରର ପ୍ରଦୀକ୍ଷଣ କରିଛନ୍ତି। ନଅ […]

ଲୋକାର୍ପିତ ପରିକ୍ରମା ମାର୍ଗରେ ପ୍ରଦୀକ୍ଷଣ କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ
5t

ପୁରୀ: ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ କାମ ହୋଇଥିବା ବେଳେ ଏଥିରେ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପରିକ୍ରମା ମାର୍ଗ ପ୍ରସ୍ତୁତ ହୋଇଥିବା ବେଳେ ନିଜେ ପାଣ୍ଡିଆନ ଏହି ପ୍ରଦୀକ୍ଷଣ ମାର୍ଗରେ ଚାଲି ଚାଲି ଶ୍ରୀମନ୍ଦିରର ପ୍ରଦୀକ୍ଷଣ କରିଛନ୍ତି। ନଅ ଥର  ଶ୍ରୀମନ୍ଦିର ଚାରିପଟେ ଚାଲି ଚାଲି ପ୍ରଦକ୍ଷିଣ କରିଥିଲେ 5T ଅଧ୍ୟକ୍ଷ । ପ୍ରଦୀକ୍ଷଣ ପରେ ସେ ନିଜ ପରିବାର ସହ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।