ଶଙ୍ଖ ଛାଡିଲେ ଆଠମଲ୍ଲିକ ବିଧାୟକ
ଭୁବନେଶ୍ୱର, ୪।୪: ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଗୁରୁବାର ସେ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ବିଜେଡି ଛାଡିଥିବା ସୂଚନା ମିଳିଛି। ଆଠମଲ୍ଲିକରୁ ବିଜେଡି ଏଥର ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। The post ଶଙ୍ଖ ଛାଡିଲେ ଆଠମଲ୍ଲିକ ବିଧାୟକ appeared first on Dharitri Odia News.
ଭୁବନେଶ୍ୱର, ୪।୪: ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଗୁରୁବାର ସେ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ବିଜେଡି ଛାଡିଥିବା ସୂଚନା ମିଳିଛି। ଆଠମଲ୍ଲିକରୁ ବିଜେଡି ଏଥର ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରିଛି।
The post ଶଙ୍ଖ ଛାଡିଲେ ଆଠମଲ୍ଲିକ ବିଧାୟକ appeared first on Dharitri Odia News.