ଶଙ୍ଖ ଭବନରେ ବିଜେଡି ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ
ଭୁବନେଶ୍ୱର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଶଙ୍ଖ ଭବନରେ ଆୟୋଜିତ... The post ଶଙ୍ଖ ଭବନରେ ବିଜେଡି ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ appeared first on .
ଭୁବନେଶ୍ୱର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଶଙ୍ଖ ଭବନରେ ଆୟୋଜିତ ହୋଇଛି କାର୍ଯ୍ୟକ୍ରମ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସବୁବେଳେ ନାରୀ ସଶକ୍ତିକରଣକୁ ଅଗ୍ରାଧିକାର ଦେଉଥିବା ବିଜୁ ଜନତା ଦଳ ପ୍ରତି ବର୍ଷ ପରି ଏ ବର୍ଷ ମଧ୍ୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରୁଛି। ପ୍ରତି ନିର୍ବାଚନ ମଣ୍ଡଳୀରେ ମଧ୍ୟ ବିଜେଡି ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଛି। ନାରୀ ସଶକ୍ତିକରଣ ପାଇଁ ବି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ବହୁତ ଉଦ୍ୟମ କରିଥିଲେ।
The post ଶଙ୍ଖ ଭବନରେ ବିଜେଡି ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ appeared first on .