ଶଙ୍ଖଭବନକୁ ନେଇ ବିସ୍ଫୋରକ ବୟାନ ଦେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, କହିଲେ…
ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ମନ୍ତ୍ରୀ ପ୍ରତିଶ୍ରୁତ ଦେଇଛନ୍ତି। ଅଭିଯୋଗ ଅନୁଯାୟୀ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ଶଙ୍ଖ ଭବନ ନିର୍ମାଣ ହୋଇଛି। ଏହା ବେଆଇନ ଭାବେ ନିର୍ମାଣ ହୋଇଛି। କିସମ ସଡ଼କକୁ ଘରବାଡ଼ି କିସମରେ ବଦଳାଇ ତାହା ଉପରେ ନିର୍ମାଣ […] The post ଶଙ୍ଖଭବନକୁ ନେଇ ବିସ୍ଫୋରକ ବୟାନ ଦେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, କହିଲେ… appeared first on Dharitri Odia News.
ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ମନ୍ତ୍ରୀ ପ୍ରତିଶ୍ରୁତ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ଶଙ୍ଖ ଭବନ ନିର୍ମାଣ ହୋଇଛି। ଏହା ବେଆଇନ ଭାବେ ନିର୍ମାଣ ହୋଇଛି। କିସମ ସଡ଼କକୁ ଘରବାଡ଼ି କିସମରେ ବଦଳାଇ ତାହା ଉପରେ ନିର୍ମାଣ ହୋଇଛି ବିଶାଳ ଶଙ୍ଖଭବନ। ଏହି ଜାଗାକୁ ସରକାରଙ୍କଠାରୁ କମ୍ ଦରରେ କିଣି ନେଇଥିବା ଅଭିଯୋଗ ହୋଇଛି।
The post ଶଙ୍ଖଭବନକୁ ନେଇ ବିସ୍ଫୋରକ ବୟାନ ଦେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, କହିଲେ… appeared first on Dharitri Odia News.