ଶନିବାର ଆସିପାରେ ବିଜେପିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା : ଜୁଏଲ ଓରାମ
ରାଉରକେଲା ୧୩।୪: ଶନିବାର ଆସିପାରେ ବିଜେପିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ସନ୍ଧ୍ୟା ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ବୋଲି ସୁନ୍ଦରଗଡ ବିଜେପି ଲୋକସଭା ପ୍ରାର୍ଥୀ ଜୁଏଲ ଓରାମ ପ୍ରତିକ୍ରିୟା ରଖିଛନ୍ତି । ବିଜେପିର ଆଉ ୩୫ଟି ବିଧାନସଭା ପ୍ରାର୍ଥୀ ଘୋଷଣା ବାକି ଅଛି । ଦ୍ବିତୀୟ ପର୍ଯ୍ୟାୟରେ ୨୦ରୁ ୨୨ ପ୍ରାର୍ଥୀ ଘୋଷଣା ହେବ । ଠିକ୍ ସମୟରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ । ଏଭଳି କହିଛନ୍ତି ଜୁଏଲ ଓରାମ ।ସୂଚନାଯୋଗ୍ୟ ଯେ, ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଛି । ସେହିଭଳି ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ଆଉ ୩୫ ପ୍ରାର୍ଥୀଙ୍କ ନାଁ ଘୋଷଣା ବାକି ଅଛି ।ସୂଚନାଯୋଗ୍ୟ ଯେ, ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଛି । ସେହିଭଳି ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ଆଉ ୩୫ ପ୍ରାର୍ଥୀଙ୍କ ନାଁ ଘୋଷଣା ବାକି ଅଛି ।ସେପଟେ ବିଜେଡି ବର୍ତ୍ତମାନ ସୁଦ୍ଧା ୧୧୭ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଛି । ବାକିଥିବା ୩୦ ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ସମସ୍ତ ୨୧ ଲୋକସଭା କ୍ଷେତ୍ରରେ ପ୍ରାର୍ଥୀଙ୍କ ନାଁ ଘୋଷଣା ସରିଛି
ରାଉରକେଲା ୧୩।୪: ଶନିବାର ଆସିପାରେ ବିଜେପିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ସନ୍ଧ୍ୟା ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ବୋଲି ସୁନ୍ଦରଗଡ ବିଜେପି ଲୋକସଭା ପ୍ରାର୍ଥୀ ଜୁଏଲ ଓରାମ ପ୍ରତିକ୍ରିୟା ରଖିଛନ୍ତି ।
ବିଜେପିର ଆଉ ୩୫ଟି ବିଧାନସଭା ପ୍ରାର୍ଥୀ ଘୋଷଣା ବାକି ଅଛି । ଦ୍ବିତୀୟ ପର୍ଯ୍ୟାୟରେ ୨୦ରୁ ୨୨ ପ୍ରାର୍ଥୀ ଘୋଷଣା ହେବ । ଠିକ୍ ସମୟରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ । ଏଭଳି କହିଛନ୍ତି ଜୁଏଲ ଓରାମ ।
ସୂଚନାଯୋଗ୍ୟ ଯେ, ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଛି । ସେହିଭଳି ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ଆଉ ୩୫ ପ୍ରାର୍ଥୀଙ୍କ ନାଁ ଘୋଷଣା ବାକି ଅଛି ।
ସୂଚନାଯୋଗ୍ୟ ଯେ, ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଛି । ସେହିଭଳି ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ଆଉ ୩୫ ପ୍ରାର୍ଥୀଙ୍କ ନାଁ ଘୋଷଣା ବାକି ଅଛି ।
ସେପଟେ ବିଜେଡି ବର୍ତ୍ତମାନ ସୁଦ୍ଧା ୧୧୭ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଛି । ବାକିଥିବା ୩୦ ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ସମସ୍ତ ୨୧ ଲୋକସଭା କ୍ଷେତ୍ରରେ ପ୍ରାର୍ଥୀଙ୍କ ନାଁ ଘୋଷଣା ସରିଛି । ଏସବୁ କ୍ଷେତ୍ରରେ ସବୁଠୁ ପଛରେ ରହିଛି କଂଗ୍ରେସ । ଏବେ ବି ୧୦୦ ବିଧାନସଭା ଆସନରେ ଦଳ ପ୍ରାର୍ଥୀ ଘୋଷଣା କରିନାହିଁ । ମାତ୍ର ୮ଟି ଲୋକସଭା କ୍ଷେତ୍ର ପାଇଁ ହିଁ ପ୍ରାର୍ଥୀ ନାଁ ଘୋଷଣା କରିଛି ଦଳ ।
You Can Read :
ଛକା ପଞ୍ଝାରେ ୧୩ଟି ବିଧାନସଭା ଆସନ, ପରସ୍ପରକୁ ଅନାଇ ବସିଛନ୍ତି ତିନି ଦଳ