ଶନିବାର ଠାରୁ ବୃଦ୍ଧି ପାଇବ ତାପମାତ୍ରା, ବିଭିନ୍ନ ଅଞ୍ଚଳରେ ୪୦ ଡ଼ିଗ୍ରୀରୁ ଉର୍ଦ୍ଧରେ ରହିବ

ଭୁବନେଶ୍ୱର,୧୧।୪: ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ପବନ ବହିବାର ସମ୍ଭାବନା ଥିବାରୁ ଆସନ୍ତା ଶନିବାର ଠାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି । ବିଶେଷକରି ରାଜ୍ୟର ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ୪୦ ଡ଼ିଗ୍ରୀରୁ ଉଦ୍ଧ୍ୱର୍ ରହିବ । ଅନ୍ୟପକ୍ଷରେ କାଳବୈଶାଖୀ ଯୋଗୁଁ ତାପମାତ୍ରା ଗତ ଦୁଇଦିନ ତଳେ ପ୍ରାୟ ୬ ଡିଗ୍ରୀ ହ୍ରାସ ପାଇଥିଲା । ହେଲେ ଗତକାଲିଠାରୁ ତାପମାତ୍ରା ବୃଦ୍ଧି ପାଇଛି । ପାରଳାଖେମୁଣ୍ଡିରେ […] The post ଶନିବାର ଠାରୁ ବୃଦ୍ଧି ପାଇବ ତାପମାତ୍ରା, ବିଭିନ୍ନ ଅଞ୍ଚଳରେ ୪୦ ଡ଼ିଗ୍ରୀରୁ ଉର୍ଦ୍ଧରେ ରହିବ appeared first on Dharitri Odia News.

ଶନିବାର ଠାରୁ ବୃଦ୍ଧି ପାଇବ ତାପମାତ୍ରା, ବିଭିନ୍ନ ଅଞ୍ଚଳରେ ୪୦ ଡ଼ିଗ୍ରୀରୁ ଉର୍ଦ୍ଧରେ ରହିବ

ଭୁବନେଶ୍ୱର,୧୧।୪: ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ପବନ ବହିବାର ସମ୍ଭାବନା ଥିବାରୁ ଆସନ୍ତା ଶନିବାର ଠାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି । ବିଶେଷକରି ରାଜ୍ୟର ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ୪୦ ଡ଼ିଗ୍ରୀରୁ ଉଦ୍ଧ୍ୱର୍ ରହିବ । ଅନ୍ୟପକ୍ଷରେ କାଳବୈଶାଖୀ ଯୋଗୁଁ ତାପମାତ୍ରା ଗତ ଦୁଇଦିନ ତଳେ ପ୍ରାୟ ୬ ଡିଗ୍ରୀ ହ୍ରାସ ପାଇଥିଲା । ହେଲେ ଗତକାଲିଠାରୁ ତାପମାତ୍ରା ବୃଦ୍ଧି ପାଇଛି । ପାରଳାଖେମୁଣ୍ଡିରେ ଗତକାଲି ୩୯ ଦଶମିକ ୨ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା ।

 

The post ଶନିବାର ଠାରୁ ବୃଦ୍ଧି ପାଇବ ତାପମାତ୍ରା, ବିଭିନ୍ନ ଅଞ୍ଚଳରେ ୪୦ ଡ଼ିଗ୍ରୀରୁ ଉର୍ଦ୍ଧରେ ରହିବ appeared first on Dharitri Odia News.