ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଭୁବନେଶ୍ୱର ୨୮।୦୯: ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ନ ୫ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ବୈଠକରେ ୪ଟି ପ୍ରସ୍ତାବରେ ମୋହର ବାଜିପାରେ । ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଆସିପାରେ।