ଶନିବାର ରାଶିଫଳ (୦୩-୦୮-୨୦୨୪)
ମେଷ: ସୃଜନଶୀଳତା ବୃଦ୍ଧି ପାଇବ। ଇଚ୍ଛାମୁତାବକ କାମ ହେବ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମଜୀବନ ଚଳଚଞ୍ଚଳ ରହିବ। ସକାରାତ୍ମକ ଚିନ୍ତାଧାରା ଆଗକୁ ନେବାରେ ସାହାଯ୍ୟ କରିବ। ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପ୍ରେମୀଯୁଗଳ ଡେଟିଂରେ ଯାଇପାରନ୍ତି। ସମୟ ପୂର୍ବରୁ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସିତ ହୋଇପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। ମିଥୁନ: ବ୍ୟକ୍ତିଗତ ଓ ବୃତ୍ତିଗତ ଜୀବନକୁ ଅଲଗା ରଖନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାରେ […]

ମେଷ: ସୃଜନଶୀଳତା ବୃଦ୍ଧି ପାଇବ। ଇଚ୍ଛାମୁତାବକ କାମ ହେବ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମଜୀବନ ଚଳଚଞ୍ଚଳ ରହିବ। ସକାରାତ୍ମକ ଚିନ୍ତାଧାରା ଆଗକୁ ନେବାରେ ସାହାଯ୍ୟ କରିବ।
ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପ୍ରେମୀଯୁଗଳ ଡେଟିଂରେ ଯାଇପାରନ୍ତି। ସମୟ ପୂର୍ବରୁ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସିତ ହୋଇପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ।
ମିଥୁନ: ବ୍ୟକ୍ତିଗତ ଓ ବୃତ୍ତିଗତ ଜୀବନକୁ ଅଲଗା ରଖନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରନ୍ତୁ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।
କର୍କଟ: ପରିବାରରେ ହସଖୁସି ଲାଗି ରହିବ। ମହିଳାମାନେ ପିଲାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ରହିବେ । ନିବେଶ କରିବାକୁ ଭଲ ସୁଯୋଗ ଜୁଟିବ। ଅଯଥା ଯୁକ୍ତିରୁ ଚିନ୍ତା ବଢ଼ିବ।
ସିଂହ: ସେୟାର ବଜାରରେ ନିବେଶ କରନ୍ତୁନି। ଯାନବାହନ କିମ୍ବା ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ କିଣିପାରନ୍ତି। ପିଲାମାନେ ଖେଳକୁଦରେ ବ୍ୟସ୍ତ ରହିେବ। ଯାତାୟତ ସମୟରେ ସତର୍କ ଅବଲମ୍ବନ କରନ୍ତୁ।
କନ୍ୟା: ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ କଠିନ ପରିଶ୍ରମ କରିବେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ଅତିଥି ସେବା କରିେବ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ତୁଳା: ପ୍ରେମିକଙ୍କୁ ନିଜ ମନ କଥା କହିବେ। ଅଟକିଥିବା କାର୍ଯ୍ୟକୁ ପୂରା କରିବେ। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇ ମଧ୍ୟରେ କଳହ ସୃଷ୍ଟି ହେବ। ପତ୍ନୀଙ୍କୁ ମହଙ୍ଗା ଉପହାର ଦେଇପାରନ୍ତି।
ବିଛା: ନୂଆ ଚାକିରି ପାଇଁ ଉତ୍ସାହିତ ରହିବେ। ବଡ଼ ଭାଇଙ୍କ ପରାମର୍ଶ ନେବେ। କ୍ରୀଡ଼ାବିତ୍ଙ୍କୁ ସଫଳତା ପ୍ରାପ୍ତି ହେବ। ଛାତ୍ରଛାତ୍ରୀଙ୍କର ନୂଆ ବିଷୟ ପ୍ରତି ରୁଚି ବଢ଼ିବ। ବ୍ୟବସାୟରେ ଅର୍ଥ ନିବେଶ କରନ୍ତୁ ନାହିଁ।
ଧନୁ: ବ୍ୟାଙ୍କ ଓ ଆଇଟି କର୍ମଚାରୀଙ୍କ ପଦୋନ୍ନତି ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ପରିବାରରେ ଦାୟିତ୍ବ ବଢ଼ିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମକର: ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରଣ କରିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି। ପୂଜାପାଠରେ ସାମିଲ ହେବେ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ। ବାଦବିବାଦଠାରୁ ଦୂରେଇ ରହିବେ।
କୁମ୍ଭ: ବ୍ୟବସାୟିକ ଚିନ୍ତାଧାରାରେ ପରିବର୍ତ୍ତନ ଆଣିବେ। ଉଚ୍ଚଶିକ୍ଷା ପାଇଁ ଉତ୍ତମ ସମୟ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ନୂଆ ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ମିଳିବ। ଜାଗାବାଡ଼ି କିଣିବେ।
ମୀନ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଡାକ୍ତରଙ୍କ ସହ ପରାମର୍ଶ କରିବେ। ରାଜନୀତିରେ ସଫଳତା ମିଳିବ। ସାଙ୍ଗସାଥୀଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।