ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୦।୬: ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍ କରିବା ପାଇଁ ପିଏମ ମୋଦି ଏକ ଫାଇଲରେ ଦସ୍ତଖତ କରିଛନ୍ତି। ଏହାଦ୍ୱାରା ୯.୩ କୋଟି ଚାଷୀଙ୍କୁ ଉପକୃତ ହେବେ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ। ଫାଇଲରେ ଦସ୍ତଖତ କରିବା ପରେ ପ୍ରଧାନମନ୍ତ୍ରୀ […] The post ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୨୦।୬: ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍ କରିବା ପାଇଁ ପିଏମ ମୋଦି ଏକ ଫାଇଲରେ ଦସ୍ତଖତ କରିଛନ୍ତି। ଏହାଦ୍ୱାରା ୯.୩ କୋଟି ଚାଷୀଙ୍କୁ ଉପକୃତ ହେବେ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ।
ଫାଇଲରେ ଦସ୍ତଖତ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସେ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ। କୃଷକଙ୍କ କଲ୍ୟାଣ ପାଇଁ ଆମେ ଯଥାସମ୍ଭବ କାର୍ଯ୍ୟ କରିବାକୁ ଚାହୁଁଛୁ। ଆମ ସରକାର କ୍ରମାଗତ ଭାବରେ ଏହା ଉପରେ କାର୍ଯ୍ୟ କରୁଛନ୍ତି ଏବଂ ଏହା ଆଗକୁ ମଧ୍ୟ ଜାରି ରହିବ।
The post ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.