ଶପଥ ଗ୍ରହଣ ପରେ ପ୍ରଥମ କ୍ୟାବିନେଟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୨ା୬: ଶପଥ ଗ୍ରହଣ ପରେ ବୁଧବାର ଲୋକସେବା ଭବନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଏହାସହିତ ମନ୍ତ୍ରିମଣ୍ଡଳର ପ୍ରଥମ କ୍ୟାବିନେଟ ବୈଠକର ମଧ୍ୟ ଅଧ୍ୟକ୍ଷତା କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୨ ଉପମୁଖ୍ୟମନ୍ତ୍ରୀ, ସମସ୍ତ କ୍ୟାବିନେଟ ମନ୍ତ୍ରୀ ସାମିଲ ରହିଥିଲେ। ଲୋକସେବା ଭାବନାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ୱାଗତ କରିଥିଲେ। ଏହି ସମୟରେ ଅନ୍ୟ ଅଧିକାରୀ ମାନେ ମଧ୍ୟ ତାଙ୍କୁ ଏବଂ ନୂତନ ମନ୍ତ୍ରୀ ମଣ୍ଡଳକୁ ସ୍ୱାଗତ […] The post ଶପଥ ଗ୍ରହଣ ପରେ ପ୍ରଥମ କ୍ୟାବିନେଟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି appeared first on Dharitri Odia News.

ଶପଥ ଗ୍ରହଣ ପରେ ପ୍ରଥମ କ୍ୟାବିନେଟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୨ା୬: ଶପଥ ଗ୍ରହଣ ପରେ ବୁଧବାର ଲୋକସେବା ଭବନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଏହାସହିତ ମନ୍ତ୍ରିମଣ୍ଡଳର ପ୍ରଥମ କ୍ୟାବିନେଟ ବୈଠକର ମଧ୍ୟ ଅଧ୍ୟକ୍ଷତା କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୨ ଉପମୁଖ୍ୟମନ୍ତ୍ରୀ, ସମସ୍ତ କ୍ୟାବିନେଟ ମନ୍ତ୍ରୀ ସାମିଲ ରହିଥିଲେ।

ଲୋକସେବା ଭାବନାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ୱାଗତ କରିଥିଲେ। ଏହି ସମୟରେ ଅନ୍ୟ ଅଧିକାରୀ ମାନେ ମଧ୍ୟ ତାଙ୍କୁ ଏବଂ ନୂତନ ମନ୍ତ୍ରୀ ମଣ୍ଡଳକୁ ସ୍ୱାଗତ ଜଣାଇଥିଲେ।

The post ଶପଥ ଗ୍ରହଣ ପରେ ପ୍ରଥମ କ୍ୟାବିନେଟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି appeared first on Dharitri Odia News.