ଶପଥ ଗ୍ରହଣର 24 ଘଣ୍ଟା ପରେ ବି ଅପେକ୍ଷାରେ ବହୁ ଆଶାୟୀ

ସମ୍ୱଲପୁର ବିଧାୟକ ତଥା ବିଜେପିର ବରିଷ୍ଠ ନେତା ଜୟନାରାୟଣ ମିଶ୍ରଙ୍କୁ ମନ୍ତ୍ରୀ ପଦ ମିଳିନି। ଯେଉଁଥିଲାଗି ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି।

ଶପଥ ଗ୍ରହଣର 24 ଘଣ୍ଟା ପରେ ବି ଅପେକ୍ଷାରେ ବହୁ ଆଶାୟୀ

ବିଜେପି ଗଢିଲା ସରକାର। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮ କ୍ୟାବିନେଟ୍ ଓ ୫ ରାଷ୍ଟ୍ରମନ୍ତ୍ରୀ-ସ୍ୱାଧୀନ ନେଲେ ଶପଥ । ୧୩ ଜିଲ୍ଲାକୁ ମନ୍ତ୍ରିମଣ୍ଡଳରେ ପ୍ରତିନିଧିତ୍ୱ ମିଳିଛି । ସେପଟେ କିନ୍ତୁ କିଛି ବରିଷ୍ଠ ପ୍ରମୁଖ ଦାବିଦାରଙ୍କ ନାଁ ମନ୍ତ୍ରିମଣ୍ଡଳରେ ନାହିଁ। ସମ୍ୱଲପୁର ବିଧାୟକ ତଥା ବିଜେପିର ବରିଷ୍ଠ ନେତା ଜୟନାରାୟଣ ମିଶ୍ରଙ୍କୁ ମନ୍ତ୍ରୀ ପଦ ମିଳିନି। ଯେଉଁଥିଲାଗି ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି।