ଶପଥ ନେଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ
ଭୁବନେଶ୍ୱର,୧୪ା୬: ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେ। ସେ ତାଙ୍କର ଏହି ଶପଥ ପାଠରେ କହିଛନ୍ତି, ସରକାରଙ୍କ ଦ୍ୱାରା ଗଠିତ ହୋଇଥିବା ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ଦେଇଥିବାରୁ ଧନ୍ୟବାଦ […] The post ଶପଥ ନେଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ appeared first on Dharitri Odia News.
ଭୁବନେଶ୍ୱର,୧୪ା୬: ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେ।
ସେ ତାଙ୍କର ଏହି ଶପଥ ପାଠରେ କହିଛନ୍ତି, ସରକାରଙ୍କ ଦ୍ୱାରା ଗଠିତ ହୋଇଥିବା ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ଦେଇଥିବାରୁ ଧନ୍ୟବାଦ ଜଣାଉଛି।
The post ଶପଥ ନେଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ appeared first on Dharitri Odia News.