ଶରଧାବାଲି ଦଳାଚକଟାକୁ ନେଇ ପ୍ରସନ୍ନ ଆଚାର୍ଯ୍ୟ କହିଲେ ସରକାର ବାକ୍ୟ ବୀର ନ ହୋଇ…

ଭୁବନେଶ୍ୱର,୩୦ା୬: ପୁରୀ ଶରଧାବାଲିରେ ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ସରକାର ବାକ୍ୟ ବୀର, କର୍ମ ବୀର ନୁହନ୍ତି। ରଥଯାତ୍ରାରେ ସମ୍ପୂର୍ଣ୍ଣ ତ୍ରୁଟି ହୋଇଛି। ଜିଲାପାଳ ଏବଂ ଏସ୍‌ପିଙ୍କୁ ବଦଳାଇଦେଲେ ଘଟଣାର ସମାଧାନ ହୋଇଯିବନି। ଉକ୍ତ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି। ମନ୍ତ୍ରୀ ହୁଅନ୍ତୁ କି ସରକାରୀ ଅଧିକାରୀ ଯିଏ ଦାୟିତ୍ୱରେ ଥିବେ ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେଉ […] The post ଶରଧାବାଲି ଦଳାଚକଟାକୁ ନେଇ ପ୍ରସନ୍ନ ଆଚାର୍ଯ୍ୟ କହିଲେ ସରକାର ବାକ୍ୟ ବୀର ନ ହୋଇ… appeared first on Dharitri Odia News.

ଶରଧାବାଲି ଦଳାଚକଟାକୁ ନେଇ ପ୍ରସନ୍ନ ଆଚାର୍ଯ୍ୟ କହିଲେ ସରକାର ବାକ୍ୟ ବୀର ନ ହୋଇ…

ଭୁବନେଶ୍ୱର,୩୦ା୬: ପୁରୀ ଶରଧାବାଲିରେ ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ସରକାର ବାକ୍ୟ ବୀର, କର୍ମ ବୀର ନୁହନ୍ତି। ରଥଯାତ୍ରାରେ ସମ୍ପୂର୍ଣ୍ଣ ତ୍ରୁଟି ହୋଇଛି। ଜିଲାପାଳ ଏବଂ ଏସ୍‌ପିଙ୍କୁ ବଦଳାଇଦେଲେ ଘଟଣାର ସମାଧାନ ହୋଇଯିବନି। ଉକ୍ତ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି। ମନ୍ତ୍ରୀ ହୁଅନ୍ତୁ କି ସରକାରୀ ଅଧିକାରୀ ଯିଏ ଦାୟିତ୍ୱରେ ଥିବେ ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେଉ ବୋଲି ପ୍ରସନ୍ନ କହିଛନ୍ତି।

The post ଶରଧାବାଲି ଦଳାଚକଟାକୁ ନେଇ ପ୍ରସନ୍ନ ଆଚାର୍ଯ୍ୟ କହିଲେ ସରକାର ବାକ୍ୟ ବୀର ନ ହୋଇ… appeared first on Dharitri Odia News.