ଶିବାଶିଷ ହେଲେ ଛତ୍ରପୁରର ନୂତନ ଉପଜିଲାପାଳ
ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜ଼ିଲା ଛତ୍ରପୁରର ନୂତନ ଉପଜିଲାପାଳ ଭାବେ ଶିବାଶିଷ ବରାଳ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଶେରଗଡ଼ ବିଡିଓ ଭାବେ କାର୍ଯ୍ୟରତ ଥିଲେ। ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ, ବିକାଶମୂଳକ ଯୋଜନାର କାର୍ଯ୍ୟକାରୀ ଓ ଧାନସଂଗ୍ରହ ପ୍ରକ୍ରିୟାକୁ ସୁରୁଖୁରୁରେ ପରିଚାଳନାକୁ ପ୍ରାଥମିକତା ଦିଆଯିବ ବୋଲି ସେ କହିଛନ୍ତି। ତାଙ୍କୁ ସମସ୍ତ କର୍ମଚାରୀ ସ୍ବାଗତ କରିଥିଲେ। ସୂଚନା ଥାଉକି, ପ୍ରାକ୍ତନ ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହନ୍ତଙ୍କୁ ଅନୁଗୋଳ ଜିଲା ସିଡିଓ ଭାବେ ଚଚଳି […] The post ଶିବାଶିଷ ହେଲେ ଛତ୍ରପୁରର ନୂତନ ଉପଜିଲାପାଳ appeared first on Dharitri Odia News.
ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜ଼ିଲା ଛତ୍ରପୁରର ନୂତନ ଉପଜିଲାପାଳ ଭାବେ ଶିବାଶିଷ ବରାଳ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଶେରଗଡ଼ ବିଡିଓ ଭାବେ କାର୍ଯ୍ୟରତ ଥିଲେ। ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ, ବିକାଶମୂଳକ ଯୋଜନାର କାର୍ଯ୍ୟକାରୀ ଓ ଧାନସଂଗ୍ରହ ପ୍ରକ୍ରିୟାକୁ ସୁରୁଖୁରୁରେ ପରିଚାଳନାକୁ ପ୍ରାଥମିକତା ଦିଆଯିବ ବୋଲି ସେ କହିଛନ୍ତି। ତାଙ୍କୁ ସମସ୍ତ କର୍ମଚାରୀ ସ୍ବାଗତ କରିଥିଲେ। ସୂଚନା ଥାଉକି, ପ୍ରାକ୍ତନ ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହନ୍ତଙ୍କୁ ଅନୁଗୋଳ ଜିଲା ସିଡିଓ ଭାବେ ଚଚଳି ହୋଇଛି।
The post ଶିବାଶିଷ ହେଲେ ଛତ୍ରପୁରର ନୂତନ ଉପଜିଲାପାଳ appeared first on Dharitri Odia News.