ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ

ବାରିପଦା,୮ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶାର ଏକମାତ୍ର ମହାବଳ ବାଘ ରହୁଥିବା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ନଅଁଣା ସାଉଥ ରେଞ୍ଜ ଧୁଡୁରୁଚମ୍ପା ଅଞ୍ଚଳ ଜଙ୍ଗଲରେ ବାଘର ମୃତଦେହକୁ ବନ କର୍ମଚାରୀମାନେ ଠାବ କରିଛନ୍ତି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ନେଇ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ତଥା କ୍ଷେତ୍ର ନିର୍ଦ୍ଦେଶକ ଡା. ପ୍ରକାଶ ଚାନ୍ଦ ଗୋଗିନେନୀ ପ୍ରକାଶ କରିଛନ୍ତି। The post ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ appeared first on Dharitri Odia News.

ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ

ବାରିପଦା,୮ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶାର ଏକମାତ୍ର ମହାବଳ ବାଘ ରହୁଥିବା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ନଅଁଣା ସାଉଥ ରେଞ୍ଜ ଧୁଡୁରୁଚମ୍ପା ଅଞ୍ଚଳ ଜଙ୍ଗଲରେ ବାଘର ମୃତଦେହକୁ ବନ କର୍ମଚାରୀମାନେ ଠାବ କରିଛନ୍ତି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ନେଇ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ତଥା କ୍ଷେତ୍ର ନିର୍ଦ୍ଦେଶକ ଡା. ପ୍ରକାଶ ଚାନ୍ଦ ଗୋଗିନେନୀ ପ୍ରକାଶ କରିଛନ୍ତି।

The post ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ appeared first on Dharitri Odia News.