ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଆରପାରିରେ ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଶଙ୍ଖ ଭବନରେ ଦାମୋଦର ରାଉତଙ୍କ ପାର୍ଥିବ ଶରୀର। ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ।