ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ ହେଲେ କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ […] The post ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା appeared first on Dharitri Odia News.

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି।

ଦଳର ଷ୍ଟାର ପ୍ରଚାରକମାନେ ହେଲେ କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌. ଭାସ୍କର ରାଓ, ସୁବାସ ସିଂହ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ୍‌, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡ଼େଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସକେ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ।

ମୋଟାମୋଟି ଭାବେ କହିଲେ ଦଳ ପ୍ରଥମ ଦୁଇ ପର୍ଯ୍ୟାୟର ଷ୍ଟାର କ୍ୟାମ୍ପେନରଙ୍କୁ ଶେଷ ଦୁଇ ପର୍ଯ୍ୟାୟ ପାଇଁ ମଧ୍ୟ ମଇଦାନରେ ଓହ୍ଲାଇଛି।

The post ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା appeared first on Dharitri Odia News.