ଶେଷ ହୋଇଛି ବିଜେପିର ତିନି ଦିନିଆ ପ୍ରଶିକ୍ଷଣ ଶିବିର

ଶେଷ ହୋଇଛି ବିଜେପିର ତିନି ଦିନିଆ ପ୍ରଶିକ୍ଷଣ ଶିବିର। ନୀତି, ନୈତିକତା ଏବଂ ଆଚରଣ ଉଚ୍ଚାରଣର ପାଠ ପଢିଛନ୍ତି ବିଧାୟକ ଏବଂ ସାଂସଦ। ପୁରୀରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରର ଶେଷ ଦିନରେ ବହୁ ଗୁରୁତ୍ୱପୂର୍ଣ୍ଣ ଟିପ୍ସ ଦେଇଛନ୍ତି ବିଜେପି ସଂଗଠନର ଟପ୍ ଥ୍ରୀ ନେତୃତ୍ୱ।

ଶେଷ ହୋଇଛି ବିଜେପିର ତିନି ଦିନିଆ ପ୍ରଶିକ୍ଷଣ ଶିବିର
Array