ଶେଷ ୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର : ରାଜ୍ୟରେ ବାକି ଥିବା ୩ ବିଧାନସଭା ଆସନ ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି।

BJDhas announced its candidates for the last 3 assembly seats