ଶୌଚ ପାଇଁ ଯାଇଥିଲେ ଯୁବକ, ଦଳିଦେଲା ହାତୀ
ହିନ୍ଦୋଳ,୨୮।୧୧: ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଅନ୍ତର୍ଗତ କଡଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଭୋର ସମୟରେ ଗ୍ରାମର ଗାୟତ୍ରୀ ମଣ୍ତପ ନିକଟସ୍ଥ ପୋଖରୀକୁ ଶୌଚ ନିମନ୍ତେ ଯାଉଥିବା ସମୟରେ ମଧୁସୁଦନ ପ୍ରଧାନଙ୍କ ପୁଅ ଦୀପକ ପ୍ରଧାନ(୨୯) ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଏନେଇ ଗ୍ରାମରେ ଚାପା ଉତ୍ତେଜନା ରହିଥିବା ଦେଖାଯାଇଥିବା ସମୟରେ କୌଣସି ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିନାହାନ୍ତି। The post ଶୌଚ ପାଇଁ ଯାଇଥିଲେ ଯୁବକ, ଦଳିଦେଲା ହାତୀ appeared first on Dharitri Odia News.
ହିନ୍ଦୋଳ,୨୮।୧୧: ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଅନ୍ତର୍ଗତ କଡଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଭୋର ସମୟରେ ଗ୍ରାମର ଗାୟତ୍ରୀ ମଣ୍ତପ ନିକଟସ୍ଥ ପୋଖରୀକୁ ଶୌଚ ନିମନ୍ତେ ଯାଉଥିବା ସମୟରେ ମଧୁସୁଦନ ପ୍ରଧାନଙ୍କ ପୁଅ ଦୀପକ ପ୍ରଧାନ(୨୯) ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଏନେଇ ଗ୍ରାମରେ ଚାପା ଉତ୍ତେଜନା ରହିଥିବା ଦେଖାଯାଇଥିବା ସମୟରେ କୌଣସି ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିନାହାନ୍ତି।
The post ଶୌଚ ପାଇଁ ଯାଇଥିଲେ ଯୁବକ, ଦଳିଦେଲା ହାତୀ appeared first on Dharitri Odia News.