ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….

ବଲାଙ୍ଗୀର, ୨୨।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ବ୍ଳକ ଅନ୍ତର୍ଗତ ସୁଲେଇକେଲା ଗ୍ରାମ ପଞ୍ଚାୟତ ଅଧୀନ ଝରିଆମୁଣ୍ଡା ଗାଁର ଶ୍ରମିକମାନେ କାମ ଯୋଗାଇ ଦେବା ଦାବିରେ ମଙ୍ଗଳବାର ଜିଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ କୋଡ଼ି, କୋଦଳ, ଡଲା ଭାର ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାରମ୍ବାର ଦାବି କରିବା ସତ୍ତ୍ବେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ କାମ ନ ମିଳିଲେ ସେମାନେ ବାଧ୍ୟ ହୋଇ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯିବେ […] The post ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ…. appeared first on Dharitri Odia News.

ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….

ବଲାଙ୍ଗୀର, ୨୨।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ବ୍ଳକ ଅନ୍ତର୍ଗତ ସୁଲେଇକେଲା ଗ୍ରାମ ପଞ୍ଚାୟତ ଅଧୀନ ଝରିଆମୁଣ୍ଡା ଗାଁର ଶ୍ରମିକମାନେ କାମ ଯୋଗାଇ ଦେବା ଦାବିରେ ମଙ୍ଗଳବାର ଜିଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ କୋଡ଼ି, କୋଦଳ, ଡଲା ଭାର ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାରମ୍ବାର ଦାବି କରିବା ସତ୍ତ୍ବେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ କାମ ନ ମିଳିଲେ ସେମାନେ ବାଧ୍ୟ ହୋଇ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯିବେ ବୋଲି ଚେତାବନୀ ଦେଇଛନ୍ତି।

The post ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ…. appeared first on Dharitri Odia News.