ଶ୍ରୀଜିଉଙ୍କ ଅପେକ୍ଷାରେ ସ୍ନାନବେଦୀ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଏଥିପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି।