ଶ୍ରୀଜିଉଙ୍କ ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଦୀର୍ଘ ସମୟ ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଖସାପଡା ନୀତି ଶ୍ରୀଜିଉଙ୍କ ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏଥିଲାଗି ଆଜି ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର […]

ପୁରୀ: ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଦୀର୍ଘ ସମୟ ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ।