ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେବେନି ନରସିଂହ

'ସରକାରୀ କାର୍ଯ୍ୟକ୍ରମକୁ ଦଳୀୟ କାର୍ଯ୍ୟକ୍ରମ କରାଯାଉଥିବାରୁ ମୁଁ ଯିବିନି'

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେବେନି ନରସିଂହ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେବେନି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କହିଲେ, ମୁଁ ବଲାଙ୍ଗିରରେ ଥିବା ବେଳେ ମୋ ଭୁବନେଶ୍ୱର ଘରେ ଦେଇଛନ୍ତି ନିମନ୍ତ୍ରଣ ପତ୍ର। ସରକାରୀ କାର୍ଯ୍ୟକ୍ରମକୁ ଦଳୀୟ କାର୍ଯ୍ୟକ୍ରମ କରାଯାଉଥିବାରୁ ମୁଁ ଯିବିନି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।