ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କଲେ 5T ଅଧ୍ୟକ୍ଷ
ପୁରୀ: ବୁଧବାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ। ଏହା ପୂର୍ବରୁ ଶେଷ ଦିନର ପ୍ରସ୍ତୁତିକୁ ନେଇ ଗ୍ରାଉଣ୍ଡ ଜିରୋରେ... The post ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କଲେ 5T ଅଧ୍ୟକ୍ଷ appeared first on .
ପୁରୀ: ବୁଧବାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ। ଏହା ପୂର୍ବରୁ ଶେଷ ଦିନର ପ୍ରସ୍ତୁତିକୁ ନେଇ ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ତନ୍ନ ତନ୍ନ ଯାଞ୍ଚ କରିଛନ୍ତି ପାଣ୍ଡିଆନ। ଭକ୍ତଙ୍କ ପାଇଁ ହୋଇଥିବା ବିଭିନ୍ନ ବ୍ୟବସ୍ଥା ସହ ରାସ୍ତାର ଉଭୟ ପାର୍ଶ୍ୱରେ ହୋଇଥିବା ଆଲୋକୀକରଣ ବ୍ୟବସ୍ଥାର ସେ ସମୀକ୍ଷା କରିଛନ୍ତି । ସମୀକ୍ଷା ବେଳେ ଲୋକଙ୍କ ସହ ସେଲଫି ନେଇଥିଲେ କାର୍ତ୍ତିକ ପାଣ୍ଡିଆନ୍।
The post ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କଲେ 5T ଅଧ୍ୟକ୍ଷ appeared first on .