ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର
ନନ୍ଦିଘୋଷ ବ୍ୟୁରୋ: ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର ।ଅଗଷ୍ଟରେ ସରୁଛି ଶ୍ରୀମନ୍ଦିର ପରିଚାଳନା କମିଟି କାର୍ଯ୍ୟକାଳ ।ଶ୍ରୀମନ୍ଦିର ପରିଚାଳନାରେ... The post ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର appeared first on .
ନନ୍ଦିଘୋଷ ବ୍ୟୁରୋ: ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର ।ଅଗଷ୍ଟରେ ସରୁଛି ଶ୍ରୀମନ୍ଦିର ପରିଚାଳନା କମିଟି କାର୍ଯ୍ୟକାଳ ।ଶ୍ରୀମନ୍ଦିର ପରିଚାଳନାରେ ସ୍ବଚ୍ଛତା ଓ ନିରପେକ୍ଷତାକୁ ଗୁରୁତ୍ବ ।ନୂଆ ପରିଚାଳନା କମିଟି ଗଠନ ପାଇଁ ୮ ସୂତ୍ର ଦେଲା ଆଇନ ବିଭାଗ । ମହାପ୍ରଭୁଙ୍କ ସେବାପୂଜା ସହ ଅଧିକ ସଂଶ୍ଳିଷ୍ଟ ଥିବା ତଥା ଉତ୍ତମ ବ୍ୟବହାର ସମ୍ପନ୍ନ ସେବାୟତଙ୍କୁ ପରିଚାଳନା କମିଟି ଚୟନରେ ଦିଆଯିବ ଗୁରୁତ୍ବ ।ଆବଶ୍ୟକ ପଡିଲେ ଲଟେରୀର ସାହାଯ୍ୟ ନେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନରେ ଶ୍ରୀମନ୍ଦିର ପ୍ରଶାସନ ପାତରଅନ୍ତର ନୀତି ଆପଣାଉଛି ବୋଲି ହୋଇ ଆସୁଥିଲା ଅଭିଯୋଗ ।
The post ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର appeared first on .