ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ମୃତ୍ୟୁ, ମହାପ୍ରଭୁଙ୍କ ଦର୍ଶନ ବେଳେ ଟଳିପଡିଲେ

ପୁରୀ : ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ମୃତ୍ୟୁ । ଶ୍ରୀ ମନ୍ଦିର ଭିତରେ ମହାପ୍ରଭୁଙ୍କ ଦର୍ଶନ କରୁଥିବା ସମୟରେ ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ହେଉଛନ୍ତି ଗୁଜୁରାଟର ୮୫ ବର୍ଷୀୟ ଚେତନ ଦାସ । ଚେତନ ତାଙ୍କ ପରିବାର ସହ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ପୁରୀ ଆସିଥିଲ। ଦର୍ଶନ କରିବା ସମୟରେ ଚେତନ ଟଳିପଡିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ତାଙ୍କ ପରିବାର ଲୋକ ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି […]

ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ମୃତ୍ୟୁ, ମହାପ୍ରଭୁଙ୍କ ଦର୍ଶନ ବେଳେ ଟଳିପଡିଲେ
Niladri Mahodaya Ashtami Rituals In Puri Jagannath Temple

ପୁରୀ : ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ମୃତ୍ୟୁ । ଶ୍ରୀ ମନ୍ଦିର ଭିତରେ ମହାପ୍ରଭୁଙ୍କ ଦର୍ଶନ କରୁଥିବା ସମୟରେ ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ହେଉଛନ୍ତି ଗୁଜୁରାଟର ୮୫ ବର୍ଷୀୟ ଚେତନ ଦାସ । ଚେତନ ତାଙ୍କ ପରିବାର ସହ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ପୁରୀ ଆସିଥିଲ। ଦର୍ଶନ କରିବା ସମୟରେ ଚେତନ ଟଳିପଡିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ତାଙ୍କ ପରିବାର ଲୋକ ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।