ଶ୍ରୀମନ୍ଦିର ଭୋଗ ମଣ୍ଡପରେ ଅଘଟଣ: ଗରମ ଡାଲି ପଡ଼ି ୭ ଭକ୍ତ ଆହତ

ପୁରୀ,୮।୬: ପୁରୀ ଶ୍ରୀମନ୍ଦିର ଭୋଗ ମଣ୍ଡପରେ ରବିବାର ଏକ ଅଘଟଣ ଘଟିଛି। ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ସମସ୍ତ ଭକ୍ତ ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ଭୋଗ ମଣ୍ଡପ ଉଠିବା ପରେ ବୋଝିଆଙ୍କୁ ଅସାବଧାନତାରୁ ଏହି ଅଘଟଣ ଘଟିଛି। ବୋଝିଆ ଗରମ ଡାଲି ନେଲା ବେଳେ ଭକ୍ତଙ୍କ ଉପରେ ପଡ଼ିଯାଇଥିଲା। ଫଳରେ ୭ଜଣ ଭକ୍ତ ଆହତ ହୋଇଛନ୍ତି। The post ଶ୍ରୀମନ୍ଦିର ଭୋଗ ମଣ୍ଡପରେ ଅଘଟଣ: ଗରମ ଡାଲି ପଡ଼ି ୭ ଭକ୍ତ ଆହତ appeared first on Dharitri Odia News.

ଶ୍ରୀମନ୍ଦିର ଭୋଗ ମଣ୍ଡପରେ ଅଘଟଣ: ଗରମ ଡାଲି ପଡ଼ି ୭ ଭକ୍ତ ଆହତ

ପୁରୀ,୮।୬: ପୁରୀ ଶ୍ରୀମନ୍ଦିର ଭୋଗ ମଣ୍ଡପରେ ରବିବାର ଏକ ଅଘଟଣ ଘଟିଛି। ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ସମସ୍ତ ଭକ୍ତ ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଭୋଗ ମଣ୍ଡପ ଉଠିବା ପରେ ବୋଝିଆଙ୍କୁ ଅସାବଧାନତାରୁ ଏହି ଅଘଟଣ ଘଟିଛି। ବୋଝିଆ ଗରମ ଡାଲି ନେଲା ବେଳେ ଭକ୍ତଙ୍କ ଉପରେ ପଡ଼ିଯାଇଥିଲା। ଫଳରେ ୭ଜଣ ଭକ୍ତ ଆହତ ହୋଇଛନ୍ତି।

The post ଶ୍ରୀମନ୍ଦିର ଭୋଗ ମଣ୍ଡପରେ ଅଘଟଣ: ଗରମ ଡାଲି ପଡ଼ି ୭ ଭକ୍ତ ଆହତ appeared first on Dharitri Odia News.