ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢ଼ୀ
ପୁରୀ,୨୫।୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ। The post ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢ଼ୀ appeared first on Dharitri Odia News.
ପୁରୀ,୨୫।୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।
The post ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢ଼ୀ appeared first on Dharitri Odia News.