ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ ।  ଯାଜପୁରର ୭-୮ ଭକ୍ତ ଆକ୍ରମଣ କରିଥିବା ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ । ଅତିଥିଙ୍କ ସହ ବଳପୂର୍ବକ ସିଂହଦ୍ୱାର ବ୍ୟାରିକେଡ ଦେଇ ପ୍ରବେଶ ଉଦ୍ୟମ ବେଳେ ବାରଣ କରିବାରୁ ଆକ୍ରମଣ କରିଥିବା ଅଭିଯୋଗ ।   The post ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ appeared first on KNews Odisha.

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ
attack-

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ ।  ଯାଜପୁରର ୭-୮ ଭକ୍ତ ଆକ୍ରମଣ କରିଥିବା ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ । ଅତିଥିଙ୍କ ସହ ବଳପୂର୍ବକ ସିଂହଦ୍ୱାର ବ୍ୟାରିକେଡ ଦେଇ ପ୍ରବେଶ ଉଦ୍ୟମ ବେଳେ ବାରଣ କରିବାରୁ ଆକ୍ରମଣ କରିଥିବା ଅଭିଯୋଗ ।

 

The post ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ appeared first on KNews Odisha.