ଶ୍ରୀମନ୍ଦିର ୪ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ମହାପ୍ରଭୁଙ୍କ ଆଶୀର୍ବାଦରେ ହୋଇଛି ସମ୍ଭବ
ଭୁବନେଶ୍ୱର,୧୩।୬: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ବାର ଖୋଲାଗଲା। ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ। ମହାପ୍ରଭୁଙ୍କ କାର୍ଯ୍ୟରେ କୌଣସି ବାଧା […] The post ଶ୍ରୀମନ୍ଦିର ୪ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ମହାପ୍ରଭୁଙ୍କ ଆଶୀର୍ବାଦରେ ହୋଇଛି ସମ୍ଭବ appeared first on Dharitri Odia News.
ଭୁବନେଶ୍ୱର,୧୩।୬: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ବାର ଖୋଲାଗଲା। ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ। ମହାପ୍ରଭୁଙ୍କ କାର୍ଯ୍ୟରେ କୌଣସି ବାଧା ସୃଷ୍ଟି ହେବ ନାହିଁ।
ସୂଚନାଥାଉ କି, ପ୍ରଥମ କ୍ୟାବିନେଟରେ ମେହନ ସରକାର ୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିଲେ। ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି ।
The post ଶ୍ରୀମନ୍ଦିର ୪ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ମହାପ୍ରଭୁଙ୍କ ଆଶୀର୍ବାଦରେ ହୋଇଛି ସମ୍ଭବ appeared first on Dharitri Odia News.