ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ
ପୁରୀ,୧୭।୩: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ କୁମାର ପ୍ରତିହାରୀଙ୍କ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ରଜତ କୁମାର ପ୍ରତିହାରୀଙ୍କ ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର ବାଲିସାହି ବାସଭବନକୁ ଅଣାଯିବ। ପରିବାର ଲୋକେ, ସେବାୟତଙ୍କ ଶେଷ ଦର୍ଶନ ପରେ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ହେବ। The post ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ appeared first on Dharitri Odia News.
ପୁରୀ,୧୭।୩: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ କୁମାର ପ୍ରତିହାରୀଙ୍କ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ରଜତ କୁମାର ପ୍ରତିହାରୀଙ୍କ ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର ବାଲିସାହି ବାସଭବନକୁ ଅଣାଯିବ। ପରିବାର ଲୋକେ, ସେବାୟତଙ୍କ ଶେଷ ଦର୍ଶନ ପରେ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ହେବ।
The post ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ appeared first on Dharitri Odia News.