ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ରାହୁ ରେଖା ଲାଗି ହେବ ବୋଲି ଦର୍ଶନ ବନ୍ଦ ରହିବ। ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ରହିବ। The post ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ appeared first on Dharitri Odia News.
ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ରାହୁ ରେଖା ଲାଗି ହେବ ବୋଲି ଦର୍ଶନ ବନ୍ଦ ରହିବ। ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ରହିବ।
The post ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ appeared first on Dharitri Odia News.