ଶ୍ରୀମନ୍ଦିରରେ ଖସାପଡ଼ା ନୀତି, ସଂଧ୍ୟା ୬ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ପୁରୀ ୦୧।୦୪ : ସୋମବାର ଚୈତ୍ର କୃଷ୍ଣ ସପ୍ତମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ସୋମବାର ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଖସାପଡା ନୀତି । ସୋମବାର ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ଯାଏଁ ଚାଲିବ ଏହି ନୀତି । ତେଣୁ ସେଥିଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।

ଶ୍ରୀମନ୍ଦିରରେ ଖସାପଡ଼ା ନୀତି, ସଂଧ୍ୟା ୬ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ପୁରୀ ୦୧।୦୪ : ସୋମବାର ଚୈତ୍ର କୃଷ୍ଣ ସପ୍ତମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୋମବାର ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଖସାପଡା ନୀତି । ସୋମବାର ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ଯାଏଁ ଚାଲିବ ଏହି ନୀତି । ତେଣୁ ସେଥିଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।