ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି
ପୁରୀ : ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି । ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ସେବାୟତ ସୁଆରମହାସୁଆର ନିଯୋଗର ସଦସ୍ୟ । ଓମଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ପାଇଁ ଚିଠି ଲେଖିଲେ ସେବାୟତ । ଶୁଦ୍ଧ ଦେଶୀ ଗାଇ ଘିଅ,କ୍ଷୀର, ଲସୁଣୀ ଓ ଦହିର ଉତ୍ପାଦନ ଲାଗି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମହାପ୍ରଭୁଙ୍କ ଅମୃତମଣୋହୀ ଜମିରେ ଏକ ଗାଇ ଫାର୍ମ ନିର୍ମାଣ କରାଯାଉ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ […] The post ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି appeared first on KNews Odisha.

ପୁରୀ : ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି । ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ସେବାୟତ ସୁଆରମହାସୁଆର ନିଯୋଗର ସଦସ୍ୟ । ଓମଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ପାଇଁ ଚିଠି ଲେଖିଲେ ସେବାୟତ । ଶୁଦ୍ଧ ଦେଶୀ ଗାଇ ଘିଅ,କ୍ଷୀର, ଲସୁଣୀ ଓ ଦହିର ଉତ୍ପାଦନ ଲାଗି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମହାପ୍ରଭୁଙ୍କ ଅମୃତମଣୋହୀ ଜମିରେ ଏକ ଗାଇ ଫାର୍ମ ନିର୍ମାଣ କରାଯାଉ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସେବାୟତ । ମହାପ୍ରଭୁଙ୍କ ନାମରେ ଗଚ୍ଛିତ ରହିଥିବା ଅର୍ଥରେ ଗୋଶାଳା ବା ଡାଏରୀ ଫାର୍ମ ପରିଚାଳନା କରିବାକୁ ଚିଠିରେ ଉଲ୍ଲେଖ ରହିଛି ।
The post ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି appeared first on KNews Odisha.