ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା

ପୁରୀ,୧୨।୧୧: ଶ୍ରୀମନ୍ଦିରରେ ଅଣହିନ୍ଦୁ ମହିଳା ପ୍ରବେଶ କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ଗୁମୁଟ ପର୍ଯ୍ୟନ୍ତ ମହିଳା ଜଣଙ୍କ ପଳାଇଛନ୍ତି। ସେଠାରେ ତାଙ୍କୁ ଜଗନ୍ନାଥ ଟେମ୍ପୁଲ ପୋଲିସ ଧରିଥିଲେ। ମହିଳା ଜଣକ ଚାଇନିଜ ଭାଷାରେ କଥା ହେଉଥିବା ଜଣାପଡିଛି। ସମ୍ପୃକ୍ତ ମହିଳାଙ୍କୁ ସିଂହଦ୍ୱାର ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି। The post ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା appeared first on Dharitri Odia News.

ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା

ପୁରୀ,୧୨।୧୧: ଶ୍ରୀମନ୍ଦିରରେ ଅଣହିନ୍ଦୁ ମହିଳା ପ୍ରବେଶ କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ଗୁମୁଟ ପର୍ଯ୍ୟନ୍ତ ମହିଳା ଜଣଙ୍କ ପଳାଇଛନ୍ତି। ସେଠାରେ ତାଙ୍କୁ ଜଗନ୍ନାଥ ଟେମ୍ପୁଲ ପୋଲିସ ଧରିଥିଲେ। ମହିଳା ଜଣକ ଚାଇନିଜ ଭାଷାରେ କଥା ହେଉଥିବା ଜଣାପଡିଛି। ସମ୍ପୃକ୍ତ ମହିଳାଙ୍କୁ ସିଂହଦ୍ୱାର ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି।

The post ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା appeared first on Dharitri Odia News.