ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ପଇତାଲାଗି ନୀତି’, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୦୬।୦୫ : ସୋମବାର ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥି।‌ ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଯାହାଫଳରେ ୪ଘଣ୍ଟା ବନ୍ଦ ରହିବ ସାଧାରଣା ଦର୍ଶନ । ଖବର ଅନୁଯାୟୀ, ସୋମବାର ଦିନ ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଦିନ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ଅନୁଷ୍ଠିତ ମହାପ୍ରଭୁଙ୍କ ପଇତା ଲାଗି ହେବ। ଏଥିପାଇଁ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ପଇତାଲାଗି ନୀତି’, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୦୬।୦୫ : ସୋମବାର ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥି।‌ ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଯାହାଫଳରେ ୪ଘଣ୍ଟା ବନ୍ଦ ରହିବ ସାଧାରଣା ଦର୍ଶନ । 

ଖବର ଅନୁଯାୟୀ, ସୋମବାର ଦିନ ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଦିନ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ଅନୁଷ୍ଠିତ ମହାପ୍ରଭୁଙ୍କ ପଇତା ଲାଗି ହେବ। ଏଥିପାଇଁ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।