ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା କମିଟି ତରଫରୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆଧ୍ୟାତ୍ମିକ ପ୍ରବକ୍ତା ତଥା ସ୍ତମ୍ଭକାର ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ-୨୦୨୪ରେ ସମ୍ମାନିତ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ତଥା ରାଜ୍ୟ ବାହାରର ଆଧ୍ୟାତ୍ମିକ ଗୁରୁମାନେ ଯୋଗ ଦେଇଥିଲେ। The post ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ appeared first on Dharitri Odia News.

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା କମିଟି ତରଫରୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆଧ୍ୟାତ୍ମିକ ପ୍ରବକ୍ତା ତଥା ସ୍ତମ୍ଭକାର ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ-୨୦୨୪ରେ ସମ୍ମାନିତ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ତଥା ରାଜ୍ୟ ବାହାରର ଆଧ୍ୟାତ୍ମିକ ଗୁରୁମାନେ ଯୋଗ ଦେଇଥିଲେ।

The post ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ appeared first on Dharitri Odia News.