ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍ରେ ଫସିଲେ
କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ କେନାଲକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ କୌଣସି କାରଣ ବଶତଃ ସେ କେନାଲରେ ଭାସିଯାଇ ପାଇପ୍ରେ ଫସି ଯାଇଛନ୍ତି। ଅନ୍ୟପକ୍ଷେ ଜେସିବି ସାହାଯ୍ୟରେ ମାଟି ଖୋଳି ଯୁବକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଏପରିକି ଘଟଣାସ୍ଥଳରେ ମୁରିବାହାଲ ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି […] The post ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍ରେ ଫସିଲେ appeared first on Dharitri Odia News.
କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ କେନାଲକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ କୌଣସି କାରଣ ବଶତଃ ସେ କେନାଲରେ ଭାସିଯାଇ ପାଇପ୍ରେ ଫସି ଯାଇଛନ୍ତି।
ଅନ୍ୟପକ୍ଷେ ଜେସିବି ସାହାଯ୍ୟରେ ମାଟି ଖୋଳି ଯୁବକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଏପରିକି ଘଟଣାସ୍ଥଳରେ ମୁରିବାହାଲ ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରିଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
The post ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍ରେ ଫସିଲେ appeared first on Dharitri Odia News.