ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ, ଅନିର୍ଦ୍ଦିଷ୍ଟକାଳ ହେବ ଆନ୍ଦୋଳନ

ଭୁବନେଶ୍ୱର,୯।୬: ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ଏହି ଆନ୍ଦୋଳନ ଆହ୍ୱାନ କରାଯାଇଛି। ମଞ୍ଚ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ଯଦି ସରକାର ଏହି ଦାବିଗୁଡ଼ିକୁ ଗୁରୁତ୍ୱ ସହକାରେ ନ ଶୁଣେ, ତେବେ ଜୁଲାଇ ୮ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭରମାନେ ଷ୍ଟିୟରିଂ ଛାଡ଼ି ଆନ୍ଦୋଳନକୁ ତୀବ୍ରତର କରିବେ। The post ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ, ଅନିର୍ଦ୍ଦିଷ୍ଟକାଳ ହେବ ଆନ୍ଦୋଳନ appeared first on Dharitri Odia News.

ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ, ଅନିର୍ଦ୍ଦିଷ୍ଟକାଳ ହେବ ଆନ୍ଦୋଳନ

ଭୁବନେଶ୍ୱର,୯।୬: ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ଏହି ଆନ୍ଦୋଳନ ଆହ୍ୱାନ କରାଯାଇଛି। ମଞ୍ଚ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ଯଦି ସରକାର ଏହି ଦାବିଗୁଡ଼ିକୁ ଗୁରୁତ୍ୱ ସହକାରେ ନ ଶୁଣେ, ତେବେ ଜୁଲାଇ ୮ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭରମାନେ ଷ୍ଟିୟରିଂ ଛାଡ଼ି ଆନ୍ଦୋଳନକୁ ତୀବ୍ରତର କରିବେ।

The post ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ, ଅନିର୍ଦ୍ଦିଷ୍ଟକାଳ ହେବ ଆନ୍ଦୋଳନ appeared first on Dharitri Odia News.