ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର, ଶପଥ ନେଲେ ଓଡ଼ିଆ ସାଂସଦ
ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର। ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । ଆଜି ବିଜେପିର ନବନିର୍ବାଚିତ ୧୭ ସାଂସଦ ଶପଥ ନେଇଛନ୍ତି ।