ସଂସଦରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ଘଟଣା : ରାଜଧାନୀରେ ଗର୍ଜିଲା ବିଜେପି ଯୁବ ମୋର୍ଚ୍ଚା

ଭୁବନେଶ୍ବର ୧୯।୧୨: ସଂସଦରେ ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ରାହୁଲ ଗାନ୍ଧି ଠେଲିଦେବା ଘଟଣାକୁ ନେଇ ରାଜଧାନୀ ରାସ୍ତାରେ ଗର୍ଜିଲା ବିଜେପି ଯୁବ ମୋର୍ଚ୍ଚା । ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେପି ଯୁବ ସଭାପତି ଅଭିଳାଷ ପଣ୍ଡାଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ । ରାସ୍ତାରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କଲେ ଯୁବମୋର୍ଚ୍ଚା କର୍ମୀ ।ସଂସଦରେ ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ । ରାହୁଲ ଗାନ୍ଧି ଠେଲିଦେବାରୁ ପଡିଗଲେ ପ୍ରତାପ । ଅଭିଯୋଗ ଆଣିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ । ପ୍ରତାପଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଚିକିତ୍ସା ଚାଲିଛି । ଯାହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି ।You Can Read:ଭୂମିକମ୍ପରେ ଥରି ଉଠିଲା ଘର ଓ ଚଟାଣ, ଭୟରେ ଘର ଛାଡି ବାହାରକୁ ଧାଇଁଲେ ଲୋକ

ସଂସଦରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ଘଟଣା : ରାଜଧାନୀରେ ଗର୍ଜିଲା ବିଜେପି ଯୁବ ମୋର୍ଚ୍ଚା

ଭୁବନେଶ୍ବର ୧୯।୧୨: ସଂସଦରେ ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ରାହୁଲ ଗାନ୍ଧି ଠେଲିଦେବା ଘଟଣାକୁ ନେଇ ରାଜଧାନୀ ରାସ୍ତାରେ ଗର୍ଜିଲା ବିଜେପି ଯୁବ ମୋର୍ଚ୍ଚା । ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେପି ଯୁବ ସଭାପତି ଅଭିଳାଷ ପଣ୍ଡାଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ । ରାସ୍ତାରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କଲେ ଯୁବମୋର୍ଚ୍ଚା କର୍ମୀ ।

ସଂସଦରେ ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ । ରାହୁଲ ଗାନ୍ଧି ଠେଲିଦେବାରୁ ପଡିଗଲେ ପ୍ରତାପ । ଅଭିଯୋଗ ଆଣିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ । ପ୍ରତାପଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଚିକିତ୍ସା ଚାଲିଛି । ଯାହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି ।

You Can Read:

ଭୂମିକମ୍ପରେ ଥରି ଉଠିଲା ଘର ଓ ଚଟାଣ, ଭୟରେ ଘର ଛାଡି ବାହାରକୁ ଧାଇଁଲେ ଲୋକ