ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଜିଲାର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବାଧିକ ୧୧.୪୮ ପ୍ରତିଶତ ଏବଂ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବନିମ୍ନ ୭.୫୦ ପ୍ରତିଶତ ମତଦାନ ହୋଇଛି। ସେହିପରି ଅତାବିରାରେ ୧୦, ବରଗଡ଼ରେ ୮.୨୧ ଏବଂ ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ […] The post ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ appeared first on Dharitri Odia News.
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଜିଲାର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବାଧିକ ୧୧.୪୮ ପ୍ରତିଶତ ଏବଂ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବନିମ୍ନ ୭.୫୦ ପ୍ରତିଶତ ମତଦାନ ହୋଇଛି। ସେହିପରି ଅତାବିରାରେ ୧୦, ବରଗଡ଼ରେ ୮.୨୧ ଏବଂ ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୮.୫୦ ପ୍ରତିଶତ ମତଦାନ ହୋଇଥିଲା ଜଣାପଡ଼ିଛି।
The post ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ appeared first on Dharitri Odia News.