ସକାଳେ ଛାଡିଥିଲେ ଭାଜପା, ଏବେ କଂଗ୍ରେସରେ ହେଲେ ସାମିଲ
ଭୁବନେଶ୍ୱର, ୪।୪: କଂଗ୍ରେସରେ ସାମିଲ ହେଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି। ପିପିସି ସଭାପତି ଶରତ ପଟ୍ଟନାୟକ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସକାଳେ ଭାଜପାରୁ ଇସ୍ତଫା ଦେଇଥିଲେ ସୋନାଲି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଥିଲେ। ପ୍ରକାଶ ଯେ, ପୂର୍ବରୁ କଂଗ୍ରେସରେ ଫାୟାରବ୍ରାଣ୍ଡ ନେତ୍ରୀ ଥିଲେ ସୋନାଲି ସାହୁ। ହେଲେ ପରବର୍ତ୍ତୀ ସମୟରେ କଂଗ୍ରେସରୁ ଇସ୍ତଫା […] The post ସକାଳେ ଛାଡିଥିଲେ ଭାଜପା, ଏବେ କଂଗ୍ରେସରେ ହେଲେ ସାମିଲ appeared first on Dharitri Odia News.
ଭୁବନେଶ୍ୱର, ୪।୪: କଂଗ୍ରେସରେ ସାମିଲ ହେଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି। ପିପିସି ସଭାପତି ଶରତ ପଟ୍ଟନାୟକ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସକାଳେ ଭାଜପାରୁ ଇସ୍ତଫା ଦେଇଥିଲେ ସୋନାଲି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଥିଲେ।
ପ୍ରକାଶ ଯେ, ପୂର୍ବରୁ କଂଗ୍ରେସରେ ଫାୟାରବ୍ରାଣ୍ଡ ନେତ୍ରୀ ଥିଲେ ସୋନାଲି ସାହୁ। ହେଲେ ପରବର୍ତ୍ତୀ ସମୟରେ କଂଗ୍ରେସରୁ ଇସ୍ତଫା ଦେଇ ଭାଜପାରେ ମିଶିଥିଲେ। ଆଉ ଆଜି ସେ ପୁଣିଥରେ କଂଗ୍ରେସକୁ ଫେରିଛନ୍ତି।
The post ସକାଳେ ଛାଡିଥିଲେ ଭାଜପା, ଏବେ କଂଗ୍ରେସରେ ହେଲେ ସାମିଲ appeared first on Dharitri Odia News.