ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା […] The post ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା appeared first on KNews Odisha.

ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା
DEPRESSION 2

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା ସମେତ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପାଇଁ ୧୭ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଆଲର୍ଟ । ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

The post ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା appeared first on KNews Odisha.