ସତର୍କ ସଙ୍କେତ ଉପରେ ବୈତରଣୀ

ଭଦ୍ରକ,୭ା୭: ଭଦ୍ରକ ଜିଲା ଆଖୁଆପଦାରେ ସତର୍କ ସଙ୍କେତ ଉପରେ ବୈତରଣୀ ନଦୀର ଜଳ ପ୍ରବାହିତ ହେଉଛି। ତେବେ ଏହି ନଦୀର ସତର୍କ ସଙ୍କେତ ୧୭.୮୩ ମି. ହୋଇଥିବାବେଳେ ସୋମବାର ୧୮.୦୩ ମିଟର ଜଳ ପ୍ରବାହିତ ହେଉଛି। ସୂଚନା ଥାଉକି, ବୈତରଣୀ ନଦୀର ବିପଦ ସଙ୍କେତ ୧୮.୩୩ ମିଟର ରହିଛି। ଅନ୍ୟପକ୍ଷରେ ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୦୯.୭୯ ଫୁଟ ରହିଥିବାବେଳେ ହୀରାକୁଦକୁ ପ୍ରବେଶ କରୁଛି […] The post ସତର୍କ ସଙ୍କେତ ଉପରେ ବୈତରଣୀ appeared first on Dharitri Odia News.

ସତର୍କ ସଙ୍କେତ ଉପରେ ବୈତରଣୀ

ଭଦ୍ରକ,୭ା୭: ଭଦ୍ରକ ଜିଲା ଆଖୁଆପଦାରେ ସତର୍କ ସଙ୍କେତ ଉପରେ ବୈତରଣୀ ନଦୀର ଜଳ ପ୍ରବାହିତ ହେଉଛି। ତେବେ ଏହି ନଦୀର ସତର୍କ ସଙ୍କେତ ୧୭.୮୩ ମି. ହୋଇଥିବାବେଳେ ସୋମବାର ୧୮.୦୩ ମିଟର ଜଳ ପ୍ରବାହିତ ହେଉଛି।
ସୂଚନା ଥାଉକି, ବୈତରଣୀ ନଦୀର ବିପଦ ସଙ୍କେତ ୧୮.୩୩ ମିଟର ରହିଛି।

ଅନ୍ୟପକ୍ଷରେ ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୦୯.୭୯ ଫୁଟ ରହିଥିବାବେଳେ ହୀରାକୁଦକୁ ପ୍ରବେଶ କରୁଛି ୩ ଲକ୍ଷ ୪୨ ହଜାର ୪୫୩ କ୍ୟୁସେକ ଜଳ। ୩ ଲକ୍ଷ ୩୫ ହଜାର ୬୪୯ କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି।

The post ସତର୍କ ସଙ୍କେତ ଉପରେ ବୈତରଣୀ appeared first on Dharitri Odia News.