ସତ୍ୟନଗରରେ ମଦର ଟେରେସାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ୱର ସତ୍ୟନଗର ଛକରେ ମଦର ଟେରେସାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ଯ ଅତିଥି ଭାବରେ ଯୋଗଦେଇ... The post ସତ୍ୟନଗରରେ ମଦର ଟେରେସାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ appeared first on .
ଭୁବନେଶ୍ବର: ଭୁବନେଶ୍ୱର ସତ୍ୟନଗର ଛକରେ ମଦର ଟେରେସାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ପ୍ରତିମୂର୍ତ୍ତି ଲୋକାର୍ପିତ କରିଛନ୍ତି। ଏହି ଅବସରରେ ସତ୍ୟନଗର ଚର୍ଚ୍ଚର ଫାଦର ଏବଂ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବା ପରେ ସମସ୍ତେ ବାଇବେଲ ପାଠ କରିଥିଲେ। ଅହରହ ନିସ୍ବାର୍ଥପର ଭାବରେ ନିଜକୁ ଓଡ଼ିଶାର ଜନସାଧାରଣଙ୍କ ସେବାରେ ଉତ୍ସର୍ଗ କରି କାମ କରୁଥିବା ମୁଖ୍ୟମନ୍ତ୍ରୀଙ୍କ ହାତରେ ମଦର ଟେରେସାଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କରି ଆମେ ବହୁତ ଖୁସି ବୋଲି କହିଛନ୍ତି ଫାଦର।
The post ସତ୍ୟନଗରରେ ମଦର ଟେରେସାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ appeared first on .