ସନ୍ଦେହ ଜନକ ଭାବେ ଯୁବତୀଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରୁ ପୁରୁଷ ବନ୍ଧୁ ଫେରାର

ଭୁବନେଶ୍ୱର : ଖଣ୍ଡଗିରି ଥାନା ଅଞ୍ଚଳରେ ଯୁବତୀଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର । ଘଟଣାସ୍ଥଳରୁ ପୁରୁଷ ବନ୍ଧୁ ଫେରାର । ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକ । ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଖଣ୍ଡଗିରି ଥାନା ପୋଲିସ । ମୃତ ଯୁବତୀ ଜ୍ୟୋତି ରେଖା ପରିଡ଼ା MCA ପଢା ସାରି ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ଲିଭ୍-ଇନ୍ ରେ ରହୁଥିଲେ । ଉଭୟ ପୁଅ-ଝିଅଙ୍କ ଘର ଗଞ୍ଜାମ ଅଞ୍ଚଳରେ […] The post ସନ୍ଦେହ ଜନକ ଭାବେ ଯୁବତୀଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରୁ ପୁରୁଷ ବନ୍ଧୁ ଫେରାର appeared first on KNews Odisha.

ସନ୍ଦେହ ଜନକ ଭାବେ ଯୁବତୀଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରୁ ପୁରୁଷ ବନ୍ଧୁ ଫେରାର
livein

ଭୁବନେଶ୍ୱର : ଖଣ୍ଡଗିରି ଥାନା ଅଞ୍ଚଳରେ ଯୁବତୀଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର । ଘଟଣାସ୍ଥଳରୁ ପୁରୁଷ ବନ୍ଧୁ ଫେରାର । ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକ । ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଖଣ୍ଡଗିରି ଥାନା ପୋଲିସ ।

ମୃତ ଯୁବତୀ ଜ୍ୟୋତି ରେଖା ପରିଡ଼ା MCA ପଢା ସାରି ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ଲିଭ୍-ଇନ୍ ରେ ରହୁଥିଲେ । ଉଭୟ ପୁଅ-ଝିଅଙ୍କ ଘର ଗଞ୍ଜାମ ଅଞ୍ଚଳରେ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ  ତଦନ୍ତ ଆରମ୍ଭ କରିଛି ସାଇଣ୍ଟିଫିକ୍ ଟିମ୍ ।

The post ସନ୍ଦେହ ଜନକ ଭାବେ ଯୁବତୀଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରୁ ପୁରୁଷ ବନ୍ଧୁ ଫେରାର appeared first on KNews Odisha.