ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%, ପୁରୀରେ ୬୧.୧୭% ଏବଂ ସମ୍ବଲପୁରରେ ୬୬.୬୭% ମତଦାନ ହୋଇଛି। ଟୋକନ ଧରି ଲୋକେ ଧାଡ଼ିରେ ଥିବାରୁ ଏହି ସଂଖ୍ୟା ଆହୁରି ବଢ଼ିବାର ସମ୍ଭାବନା ରହିଛି। The post ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ appeared first on Dharitri Odia News.

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%, ପୁରୀରେ ୬୧.୧୭% ଏବଂ ସମ୍ବଲପୁରରେ ୬୬.୬୭% ମତଦାନ ହୋଇଛି। ଟୋକନ ଧରି ଲୋକେ ଧାଡ଼ିରେ ଥିବାରୁ ଏହି ସଂଖ୍ୟା ଆହୁରି ବଢ଼ିବାର ସମ୍ଭାବନା ରହିଛି।

The post ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ appeared first on Dharitri Odia News.