ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଉରକେଲାର ନିର୍ବାଚନୀ ସଭାରେ ଯୋଗ ଦେଇ ଶାହା କହିଛନ୍ତି, ଦେଶରେ ଅନୁଷ୍ଠିତ ହୋଇସାରିଥିବା ୪ଟି ପର୍ଯ୍ୟାୟ ନିର୍ବାଚନରେ ମୋଦି ଜୀ ୨୭୦ ସିଟ୍‌ ଟପିଗଲେଣି। ଏଥର ମୋଦିଜୀ ୪ଶହ ପାର୍‌ କରିବେ ବୋଲି ସ୍ପଷ୍ଟ ଜଣାପଡୁଛି। ଶାହା ଆହୁରି କହିଛନ୍ତି, […] The post ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ appeared first on Dharitri Odia News.

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା।

ରାଉରକେଲାର ନିର୍ବାଚନୀ ସଭାରେ ଯୋଗ ଦେଇ ଶାହା କହିଛନ୍ତି, ଦେଶରେ ଅନୁଷ୍ଠିତ ହୋଇସାରିଥିବା ୪ଟି ପର୍ଯ୍ୟାୟ ନିର୍ବାଚନରେ ମୋଦି ଜୀ ୨୭୦ ସିଟ୍‌ ଟପିଗଲେଣି। ଏଥର ମୋଦିଜୀ ୪ଶହ ପାର୍‌ କରିବେ ବୋଲି ସ୍ପଷ୍ଟ ଜଣାପଡୁଛି। ଶାହା ଆହୁରି କହିଛନ୍ତି, ଓଡ଼ିଶାରେ ନବୀନ ବାବୁଙ୍କୁ ହଟାଇବୁ। ଆଉ ବିକାଶର ଇଂଜିନ ଗଢିବୁ।

The post ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ appeared first on Dharitri Odia News.